ଅଗ୍ନିକାଣ୍ଡ ଘଟି ୨ ବଖରା ଭସ୍ମିଭୂତ

ନାଉଗାଁ (ଓ୍ବାଇଏନଏସ): ଜଗତସିଂହପୁର ଜିଲ୍ଲା ନାଉଗାଁ ତହସିଲ ଅଧୀନ ନୂଆଗାଁ ପଂଚାୟତ ରାଉତପଡା ଗ୍ରାମରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୨ବଖରା ଘର ପୋଡି ପାଉଁଶ ହୋଇଯାଇଥିବା ଜଣାଯାଇଛି।

Read more

Advertisement

ଏବେ ଏବେ