ଆଇଆଇସି କମ୍ପଲେକ୍ସ ନିର୍ମାଣରେ ଅନିଶ୍ଚିତତା : ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଉଦ୍ବେଗ
ବାଲେଶ୍ୱର, (ସରୋଜ ପଣ୍ଡା): ବାଲେଶ୍ୱର ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ନୃତ୍ୟସଂଗୀତ କଳାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନ୍ତର୍ଯ୍ୟାମୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read more


