ବିଦ୍ୟା ସାଗର ଜ୍ଞାନ ମନ୍ଦିରର ବାର୍ଷିକ ଉତ୍ସବ ପାଳିତ

ସମ୍ବଲପୁର,(ଲିପନ ନାଏକ) : ଜମନକିରା ବିଦ୍ୟା ସାଗର ଜ୍ଞାନ ମନ୍ଦିର ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ବିଦ୍ୟାଳୟ ସମ୍ପାଦକ ଲୁଲେନ୍ଦୁ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ