ଛାତ୍ରଙ୍କ ପାଠପଢ଼ାରେ ଉନ୍ନତି ସାଧିତ କରିଥିବା ଶିକ୍ଷକଙ୍କ ବଦଳି ବାତିଲ ନେଇ ଗଜପତି ଜିଲ୍ଲାପାଳଙ୍କ ଦ୍ଵାରସ୍ଥ ହେଲେ ଗ୍ରାମବାସୀ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡ଼ା ହାଇସ୍କୁଲର ସହକାରୀ ଶିକ୍ଷକଙ୍କ ବଦଳି ବାତିଲ ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ.

Read more

Advertisement

ଏବେ ଏବେ