ସ୍ୱାମୀର ଟାଙ୍ଗିଆ ଚୋଟରେ ପତ୍ନୀ ଲହୁଲହାଣ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଖଇରପୁଟି ଗ୍ରାମରେ ଜଣେ ମହିଳାଙ୍କୁ ତାଙ୍କ ସ୍ଵାମୀ ଟାଙ୍ଗିଆରେ ହାଣି ମରଣାନ୍ତକ ଆକ୍ରମଣ କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି।

Read more

Advertisement

ଏବେ ଏବେ