ଶାସଙ୍ଗ ହାଇସ୍କୁଲରେ ବିଶ୍ଵ ଯୋଗ ଦିବସ ପାଳିତ

ହାଟଡିହି (ଓ୍ବାଇଏନଏସ): ଶାସଙ୍ଗ ପଞ୍ଚାୟତ ହାଇସ୍କୁଲରେ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି।  ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ପତିଙ୍କ ଅଧ୍ୟକ୍ଷତାରେ ନବକିଶୋର ବିଶ୍ୱାଳ, ବରିଷ୍ଠ ଶିକ୍ଷକ ଶିଶିର କୁମାର ବିଶ୍ୱାଳ ମାଧବାନନ୍ଦ ଜେନା, ଶାନ୍ତନୁ କୁମାର ରାଉତ, ପର୍ଶୁରାମ ନାୟକ, ସତ୍ୟବ୍ରତ ବିଶ୍ୱାଳ ପ୍ରମୁଖ ଯୋଗଦେଇ ବିଶ୍ୱ ଯୋଗାଦିବସର ମାହାତ୍ମ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଯୋଗାଭ୍ୟାସ ପ୍ରଦର୍ଶନ କରିଥିଲେ। ଏଥିରେ ବିଦ୍ୟାଳୟର ଏନ.ସି.ସି କ୍ୟାଡଟର ସମସ୍ତ ସଦସ୍ୟ ମାନେ ଅଂଶଗ୍ରହଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ