ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଯୋଗ ଦିବସ

ଛତ୍ରପୁର, (ଓ୍ବାଇଏନଏସ):   ସ୍ଥାନୀୟ ଶ୍ରୀରାମ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଆଚ଼ାର୍ଯ୍ୟ ଟି.ସୁରେଶ କୁମାର ଆଚାରୀ ଆନୁଷ୍ଠାନିକ ଭାବରେ ଭଦ୍ ଘାଟନ କରିବା ସହ ଜୀବନରେ ଯୋଗର ମହତ୍ତ୍ୱ ବିଷୟରେ ବକ୍ତବ୍ୟ ରଖିଥିଲେ । ବରିଷ୍ଠ ଆଚ଼ାର୍ଯ୍ୟା ଵି . ସୁଶିଳା, ଅଚାର୍ଯ୍ୟ  ସୁକାନ୍ତ କୁମାର ସାହୁ , ଚତୁର୍ଭୁଜ ତ୍ରିପାଠୀଙ୍କ ତତ୍ତ୍ଵାବଧାନରେ ଶିଶୁ ବିଦ୍ୟା ମନ୍ଦିରର ସମସ୍ତ ଗୁରୁଜୀ ଗୁରୁମା ଓ ପରିଚାଳାନା ସମିତିର ସଦସ୍ୟ ସଦସ୍ୟା ଯୋଗ ଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ